ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ସକାଳ ୯ରୁ ଅପରାହ୍ନ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ନରେ ହେବ ଭୋଟ୍ ଗଣତି ।

ମାର୍ଚ୍ଚ ୫ ତାରିଖ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ । ୬ରେ ଯାଞ୍ଚ କରାଯିବ । ମାର୍ଚ୍ଚ ୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.