କଟକ: ରାଜ୍ୟ ବାର୍ କାଉନ୍ସିଲ୍ଙ୍କୁ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୱାନ୍ ବାର୍ ୱାନ୍ ଇଲେକସନ୍ କରାଯାଉ ବୋଲି କୋର୍ଟ କହିଛନ୍ତି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ସାରି ଫଳ ଘୋଷଣା କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ୨ଥର ଘୋଷଣା ସତ୍ତେ୍ୱ କରୋନା ପାଇଁ ନିର୍ବାଚନ ବନ୍ଦ ଥିଲା ।
BREAKING NEWS
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
Comments are closed.