ନୂଆପଡା : ଭିଜିଲାନ୍ସ ଜାଲରେ ICDSର ସୁପର ଭାଇଜର । ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଚାଟିଆଗୁଡା ସେକ୍ଟର ସୁପରଭାଇଜର ହର୍ଶମଣୀ ଦେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସ୍ଥାନୀୟ ସାଗୁନଭାଡି ୨ ନମ୍ବର ସେଣ୍ଟର ଅଙ୍ଗନବାଡି କର୍ମୀ ଭାବେ ନିଯୁକ୍ତି କରାଇ ଦେବା ପାଇଁ କହି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଥିଲେ । ପ୍ରଥମେ ସେ ଏକ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ ଓ ପରେ ସେ ଲାଞ୍ଚ କମାଇ ୮୦ ହଜାର ଟଙ୍କା ନେବା ପାଇଁ ରାଜି ହୋଇଥିଲେ । ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ସୁପଭାଇଜର ଖଡିଆଳ ଥାନା ଅଁଳାଭଟା ଗାଁର ହୋଇଥିବା ବେଳେ ଖଡିଆଳରେ ସେ ଭଡା ରହୁଥିଲେ । ସିନାପାଲି ଅଫିସ୍ ଓ ଖଡିଆଳ ଭଡାଘର ସମେତ ୩ ଟି ସ୍ଥାନରେ ଭିଜିଲାନ୍ସ ରେଡ କରିଛି ।
BREAKING NEWS
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
Comments are closed.