Latest Odisha News

BREAKING NEWS

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୦ ଟପିଲା, ୨୩୯ ମୃତ

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬୫୬୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୨୩୯ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୬୪୩ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ୨୧ ଦିନିଆ ଲକଡାଉନ ଜାରି କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଛି।

Comments are closed.