ଭୁବନେଶ୍ୱର: ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି।
ସେ ବର୍ତ୍ତମାନ କେନ୍ଦୁଝରର ବଂଶପାଳରେ ତହସିଲଦାର ଭାବରେ କାର୍ଯ୍ୟରତ ଅଛନ୍ତି।
ତେବେ ରାଜସ୍ୱ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତିରେ ୧୮ ଜଣ ଓଏଏସ୍ ଅଧିକାରୀଙ୍କୁ ନୂତନ ନିଯୁକ୍ତି ପ୍ରଦାନ କରାଯାଇଛି। ଜାଣନ୍ତୁ କିଏ କେଉଁଠି…



Comments are closed.