କଟକ: ଓଡ଼ିଶା ପ୍ରିମିୟର ଲିଗ୍ ବା IPL ପାଇଁ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିଶ । BCCIକୁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିସ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍ (OCA) । ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ରାଜେଶ ଧୂପର, ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ ଓ ତାରିଣୀ ସ । ଏନେଇ ସୂଚନା ଦେଇଛନ୍ତି OCA ସିଇଓ ସୁବ୍ରତ ବେହେରା । ପୂର୍ବରୁ ଓଡ଼ିଆ କ୍ରିକେଟର ବିପ୍ଳବ ସାମନ୍ତରାୟ ଆଇପିଏଲ ଖେଳିଥିଲେ ।

BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.