ଗଞ୍ଜାମ: ସମୁଦ୍ର ଭିତରେ ଓଡ଼ିଶା ଓ ଆନ୍ଧ୍ରକୁ ମାଡି ଆସୁଛନ୍ତି ମତ୍ସ୍ୟଜୀବୀ । ଚେନ୍ନାଇରୁ ବୋଟ କିଣି ସମୁଦ୍ର ଭିତରେ ପ୍ରାୟ ୩୮ ଜଣ ମତ୍ସ୍ୟଜୀବୀ ଗଂଜାମ ଜିଲ୍ଲା ଅଭିମୁଖେ ଆସୁଛନ୍ତି ।
ସୂଚନା ଅନୁସାରେ, ଲକଡାଉନ୍ ଯୋଗୁଁ ଚେନ୍ନାଇରେ ଅନେକ ମତ୍ସ୍ୟଜୀବୀ ଫସି ରହିଛନ୍ତି । ସେମାନଙ୍କ ମଧ୍ୟରୁ କେତେକ ଓଡ଼ିଶା ଓ ଆନ୍ଧ୍ରୀ ମତ୍ସ୍ୟଜୀବୀ ୨ଲକ୍ଷ ଟଙ୍କାର ବୋଟ୍ କିଣି ସମୁଦ୍ର ପଥ ଦେଇ ଗଂଜାମ ଆଡକୁ ଆସୁଛନ୍ତି ।
ଏମାନେ ୨୦ ତାରିଖରୁ ଚେନ୍ନାଇରୁ ବାହାରିଥିବା ବେଳେ ପଲାସା ନିକଟରେ ସମୁଦ୍ରରେ ଏମାନେ ଅଟକି ରହିଥିବା ଜଣାପଡିଛି । କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ କଟକଣା ଲାଗୁହୋଇଥିବା ବେଳେ ନିଜ ଘରକୁ ଫେରିବା ପାଇଁ ଏହିଭଳି ବାଟ ଆପଣାଉଛନ୍ତି ।
BREAKING NEWS
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
Comments are closed.