Latest Odisha News

BREAKING NEWS

କ୍ବାରେନଣ୍ଟାଇନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ଗଜପତି: ଗଜପତି ଜିଲ୍ଲାର କାଶିନଗର ବ୍ଲକ ଅନ୍ତର୍ଗତ ଅଲୋଡା କ୍ବାରେନଣ୍ଟାଇନ କେନ୍ଦ୍ରରେ ଜଣେ ପ୍ରବାସୀଙ୍କର ମୃତ୍ୟୁ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ ମୃତକ ଜଣକ ଦୁଇ ଦିନ ପୂର୍ବରୁ ବିଶାଖାପାଟଣାରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।

Leave A Reply

Your email address will not be published.