ଭୁବନେଶ୍ୱର: କେତେ ଆଗେଇଛି ଏକାମ୍ର କ୍ଷେତ୍ର ଯୋଜନାର କାମ ? ସୌନ୍ଦର୍ଯ୍ୟକରଣ କେତେ ହୋଇଛି ? ଗ୍ରାଉଣ୍ଡରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍ । ସକାଳୁ ସକାଳୁ ସେ ଏକାମ୍ର କ୍ଷେତ୍ରରେ ପହଞ୍ଚିଥିଲେ । ଉନ୍ନୟନମୂଳ ଓ ବିକାଶ କାମର ଅନୁଧ୍ୟାନ କରିଥିଲେ । ତାଙ୍କ ସହ ଥିଲା ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।
ଏକାମ୍ର କ୍ଷେତ୍ର ଯୋଜନାରେ ଚାଲିଥିବା କାମ ଅଗ୍ରଗତିର ସମୀକ୍ଷା ସହ ସୌନ୍ଦର୍ଯ୍ୟକରଣ ଯୋଗୁ ଉଚ୍ଛେଦ ହୋଇଥିବା ଦୋକାନୀଙ୍କ ଥଇଥାନ କାମକୁ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଫାଇଭ ଟି ସଚିବ । ଶୀଘ୍ର ବିକଳ୍ପ ରାସ୍ତାର ବିକାଶ ଓ ଆବର୍ଜନା ସଫା କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।
ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ପରିସରକୁ ଯାଇଥିଲେ । ଏକାମ୍ର କ୍ଷେତ୍ର ଯୋଜନାରେ ଚାଲିଥିବା ବିକାଶମୂଳକ ଓ ସୌନ୍ଦର୍ଯ୍ୟକରଣ କାମର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ।
BREAKING NEWS
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
Comments are closed.