Latest Odisha News

BREAKING NEWS

ମାର୍ଚ୍ଚ ୨୫ରୁ ୩୧ ଯାଏଁ ବଜେଟ ଅଧିବେଶନ

ଭୁବନେଶ୍ୱର: ଖୁବଶୀଘ୍ର ବସିବ ବିଧାନସଭାର ବଜେଟ ଅଧିବେଶନ ।  ମାର୍ଚ୍ଚ ୨୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨୫ରୁ ୩୧ ପର୍ଯ୍ୟନ୍ତ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ ।

ପରେ ମାର୍ଚ୍ଚ ୩୦ ତାରିଖରେ ୨୦୨୨- ୨୩ ପାଇଁ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ  ନିରଞ୍ଜନ ପୂଜାରୀ।  ମାର୍ଚ୍ଚ ୩୧ ତାରିଖରେ  ବ୍ୟୟ ମଞ୍ଜୁରୀ ବିଲ ପରିତ ହେବ । ଗୃହ ପରିଚାଳନା ନେଇ ଆସନ୍ତା ୧୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ ।

Comments are closed, but trackbacks and pingbacks are open.