ଭୁବନେଶ୍ୱର: ଜୁଲାଇରେ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଚଳିତ ବର୍ଷ ମୌସୁମୀ ଅଧିବେଶନରେ ରହିଛି ୨୪ଟି କାର୍ଯ୍ୟ ଦିବସ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ୨ ତାରିଖରେ ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ । ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଆଗତ ହେବ । ବିଧାନସଭାରେ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।
BREAKING NEWS
- ଏହି ଦେଶର ଲୋକେ ଅଧିକ ଶୁଅନ୍ତି, ଜାଣନ୍ତୁ ଭାରତ କେଉଁ ସ୍ଥାନରେ…
- କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ?
- ଆଦାନୀ ଝଡ଼: କାହିଁକି ଚୁପ୍ ସବୁ ଦଳ?
- ଧମକ ଦେବା ଅଭିଯୋଗରେ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା
- ରୋଲରକୁ ଧକ୍କା ଦେଲା ବସ୍, ୧୦ରୁ ଉର୍ଦ୍ଧ୍ବ ଆହତ
- ଛାଡପତ୍ର ଚର୍ଚ୍ଚା ଭିତରେ ଶେଷରେ ମୁହଁ ଖୋଲିଲେ ଅମିତାଭ ବଚ୍ଚନ, କହିଲେ….
- ବାଘ ଦେଖିବାକୁ ଯାଇ ୨ ଗାଇଡ ସମେତ ୪ ସସ୍ପେଣ୍ଡ
- ଜାଣନ୍ତୁ ପ୍ରାଚୀନ ଯୁଗର ସପ୍ତମ ଆଶ୍ଚର୍ଯ ବିଷୟରେ, ଯାହା ସମୟକ୍ରମେ ହୋଇଯାଇଛି ବିଲୁପ୍ତ ..
- ମଝି ସମୁଦ୍ରରେ ନୌସେନା ଜାହାଜ ସହ ପିଟିହେଲା ମାଛଧରା ବୋଟ୍
- କିଏ ଜିତିବ ମହାରାଷ୍ଟ୍ର? କଣ କହୁଛି ଶିବସେନାର କୁଣ୍ଡଳୀ
Comments are closed.