ଭୁବନେଶ୍ୱର: ଅନଲାଇନରେ ଚାଲିବ ବିଧାନସଭାର ବଜେଟ ଅଧିବେଶ । ପ୍ରଶ୍ନୋତ୍ତର ଅନଲାଇନରେ ହେବ । ବିଧାୟକ ଅନଲାଇନରେ ପ୍ରଶ୍ନ ପଚାରିବେ । ଉତ୍ତର ବି ପାଇବେ ଅନଲାଇନରେ । ମୋବାଇଲରେ ମିଳିବ ବିଧାୟକ ପଚାରିଥିବା ପ୍ରଶ୍ନର ଉତ୍ତର । ନୋଭା ଆପ୍ ଜରିଆରେ ସବୁ ତଥ୍ୟ ଦେଇପାରିବେ ବିଧାୟକ । ବିଧାନସଭାକୁ ପେପରଲେସ୍ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି । ଏନେଇ ସୂଚନା ଦେଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ସେହିପରି ଚଳିତ ବଜେଟ ମଧ୍ୟ ଅନଲାଇନରେ ହେବ ।
BREAKING NEWS
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
- ଡିଆରଏସ ନିୟମରେ ବଡ ପରିବର୍ତନ କଲା ବିସିସିଆଇ
- ମହାନଦୀରେ ଛଡ଼ାଗଲା ୧୨ଟି ଘଡ଼ିଆଳ, ୩୫ରେ ପହଞ୍ଚିଲା କୁମ୍ଭୀରଙ୍କ ସଂଖ୍ୟା
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
Comments are closed.