ଗୌହାଟୀ: ଗୌହାଟୀରରେ ଚାଲିଥିବା ଜାତୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପରେ ଓଡିଶା ଆଥଲେଟଙ୍କ ପ୍ରଶଂସନୀୟ ପ୍ରଦର୍ଶନ ଜାରୀ ରହିଛି । ଶୁକ୍ରବାର ଧନମତି ଖେସଙ୍କ ପରେ ଓଡିଶା ପ୍ରତିଯୋଗୀମାନେ ଶନିବାର ଆଉ ୩ ସ୍ୱର୍ଣ୍ଣ ଜିତିଛନ୍ତି । ୧୬ ବର୍ଷରୁ କମ ଶଟପୁଟ ଇଭେଂଟରେ ଓଁକାର ପ୍ରସାଦ ନନ୍ଦ ୧୮.୩୪ ମିଟର ଦୂରତାକୁ ଥ୍ରୋ କରି ହଳଦିଆ ପଦକ ଜିତିଛନ୍ତି । ଏହା ପରେ ୨୦ ବର୍ଷରୁ କମ ୧୦୦ ମିଟର ରେସରେ ଲାଲୁ ଭୋଇ ଏବଂ ୧୮ ବର୍ଷରୁ କମ ବିଭାଗରେ ଜୟରାମ ଡି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଏହି ୩ ଆଥଲେଟ ଓଡିଶା ରିଲାଏନ୍ସ ଫାଉଣ୍ଡେସନ ଆଥଲେଟିକ୍ସ ହାଇ ପରଫର୍ମାନ୍ସ ସେଂଟରରେ ପ୍ରଶିକ୍ଷଣ ନେଉଛନ୍ତି ।
BREAKING NEWS
- ରାଜ୍ୟରେ ଲାଗୁ ହେବ ୟୁସିସି ! ବଦଳିବ ବହୁତ ନିୟମ, ସମସ୍ତଙ୍କୁ ମିଳିବ ସମାନ ଅଧିକାରୀ
- ୨ ହଜାରରୁ ଅଧିକ UPI ନେଣଦେଣ କଲେ ଲାଗିବ କି ଚାର୍ଜ, ଜାଣନ୍ତୁ କଣ ରହିଛି ନୂଆ ନିୟମ…
- ଏଥିପାଇଁ ଓଡିଶାର ୧୦୬ ଏକର ଜମି ନେବ ଆନ୍ଧ୍ର !
- ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି
- ପୁଣି ଡରାଇଲା ଅକ୍ଟୋବର! ୨୦ ରେ ଲଘୁଚାପ, ଆସୁଛି ୩ଟି ବାତ୍ୟା
- ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ
- Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର
- ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…
- ୧୯ରୁ ଫେରିଯିବ ମୌସୁମୀ ବାୟୁ…

Comments are closed.