Latest Odisha News

BREAKING NEWS

ବାଲେଶ୍ୱର ଓ ତିର୍ତ୍ତୋଲ ଉପ ନିର୍ବାଚନ; ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପ ନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି । ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି ।

ସୂଚନା ଅନୁଯାୟୀ, ବାଲେଶ୍ୱର ସଦର ଆସନରୁ ବିଜେପି ସ୍ୱର୍ଗତ ମଦନ ମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତଙ୍କୁ ପ୍ରର୍ଥୀ କରିଛି । ସେହିପରି ତିର୍ତ୍ତୋଲ ଆସନରୁ ରାଜ କିଶୋର ବେହେରା ମଇଦାନକୁ ଓହ୍ଲାଇବେ।

ଅଧିକ ପଢନ୍ତୁ- ଜାଣନ୍ତୁ କ’ଣ ରହିବ ଉପନିର୍ବାଚନ ନିର୍ଦ୍ଦେଶାବଳୀ

ଏନେଇ ବିଜେପିର ନ୍ୟାସନାଲ୍ ସେକ୍ରେଟାରୀ ଜେନେରାଲ ଅରୁଣ ସିଂହଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଅଧିକ ପଢନ୍ତୁ- ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ବିଜ୍ଞପ୍ତି ବାହାରିଲା, ଟିକେଟ ଲବି ଜୋରଦାର

ଅଧିକ ପଢନ୍ତୁ- ତିର୍ତ୍ତୋଲ୍ ଓ ବାଲେଶ୍ୱର ଉପନିର୍ବାଚନ; ପୋଷ୍ଟାଲ୍ ବାଲାଟରେ ଭୋଟ ଦେବେ କୋଭିଡ ଭୋଟର

Leave A Reply

Your email address will not be published.