Latest Odisha News

୧୭ଟି ପ୍ରସ୍ତାବକୁ ଅନୁମୋଦନ କଲା ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଖବର ଅନୁସାରେ, କ୍ୟାବିନେଟ୍ ମଞ୍ଜୁରୀ ଦେଇଥିବା ପ୍ରସ୍ତାବ ମଧ୍ୟରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ବୃଦ୍ଧି କରାଯାଇଛି ।

ଭୁବନେଶ୍ୱରରୁ ଦୁବାଇ, ବ୍ୟାଙ୍କଂକ ଓ ସିଙ୍ଗାପୁରକୁ ସିଧାସଳଖ ବିମାନସେବାକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ ଦେଇଛି । MSME ଲାଗି ନୂଆ ନୀତି ଏବଂ ଆଳୁ, ପରିବା ଚାଷ ଲାଗି ସ୍ୱତନ୍ତ୍ର ପାଣ୍ଠିକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି ।

Leave A Reply

Your email address will not be published.