ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ l ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି । ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ଆଶା କରାଯାଉଛି l
BREAKING NEWS
- ଓଡ଼ିଶାରେ ମୈତ୍ରୀ ଆନ୍ଦୋଳନ: ଏକ ବିହଙ୍ଗାବଲୋକନ
- ନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା;ଟୁଇନସିଟିରେ ୫ବର୍ଷରେ ୫୫ ଜୀବନ….
- ବିକ୍ରମ ପଣ୍ଡାଙ୍କ ବିରୋଧରେ ପୁଣି ରୁଜୁ ହେଲା ନୂଆ ମାମଲା, ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗ
- କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା
- ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
- ଗାଜାରେ ଯୁଦ୍ଧବିଧ୍ୱସ୍ତ ବିଲ୍ଡିଂ ଭୁସୁଡିବାରୁ ୨୧ରୁ ଅଧିକ ମୃତ
- Herbal garden:ଲୁଣା ନଦୀକୂଳରେ ହେବ ହର୍ବାଲ ଗାର୍ଡେନ;ସଂରକ୍ଷିତ ହେବ ଔଷଧୀୟ ଉଦ୍ଭିଦ,ଶିକ୍ଷଣୀୟ ଉଦ୍ଦେଶ୍ୟରେ ବିକଶିତ…
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି

Comments are closed.