Latest Odisha News

BREAKING NEWS

ଆଜି ହେଉଛି ମାଣ୍ଡିଆ ଦିବସ

ଭୁବନେଶ୍ବର : ଆଜି ପାଳନ ହେଉଛି ମାଣ୍ଡିଆ ଦିବସ । ମାଣ୍ଡିଆ ଏକ ପୁଷ୍ଟିକର ଖାଦ୍ୟ ।ମାଣ୍ଡିଆ ଆଦିବାସୀ ସଂସ୍କୃତି ସହ ବହୁ ଆଗରୁ ଜଡ଼ିତ। ତେବେ ଏଥିରେ ଥିବା ଭିଟାମିନ୍‌ ବା ଖାଦ୍ୟସାର ବେଶ୍‌ ଉପଯୋଗୀ । ସେଥି ପାଇଁ ମାଣ୍ଡିଆାର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଛି  । ଅନେକ ଚାଷୀ ମାଣ୍ଡିଆ ଚାଷ କରି ସ୍ବାବଲମ୍ବୀ ହୋଇପାରିଛନ୍ତି।

ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟ ସରକାର ୨୦୧୭ରେ ଆରମ୍ଭ କରିଥିଲେ ମିଲେଟ ମିଶନ । ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ଏହି ମିଶନ ଏବେ ୧୯ଜିଲ୍ଲାରେ ପହଞ୍ଚିଛି । ଆଗକୁ ରାଜ୍ୟର ୩୦ ଜିଲ୍ଲାରେ ଏହାକୁ ପ୍ରଚଳନ କରାଯିବ । ମାଣ୍ଡିଆ ଚାଷୀଙ୍କ ପାଇଁ ସବୁ ପ୍ରକାର ସହାୟତା କରୁଛନ୍ତି ସରକାର । ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀର ମାର୍କେଟିଙ୍ଗ ଉପରେ ଫୋକସ କରାଯାଉଛି । ଏନେଇ କୃଷି ବିଭାଗ ପ୍ରମୁଖ ସଚିବ ଡକ୍ଟର ଅରବିନ୍ଦ ପାଢ଼ୀଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର ।

Leave A Reply

Your email address will not be published.