ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜନୀତି ରଣକ୍ଷେତ୍ରରେ ଦୀର୍ଘ ୨୦ବର୍ଷ ଧରି କରୁଛନ୍ତି ରାଜ୍ । ୫ ମାର୍ଚ୍ଚ ୨୦୦୦ରୁ ନବୀନ ବିଜୁ ଜନତା ଦଳର ଅପ୍ରତିଦ୍ୱନ୍ଦୀ ନେତା ହେଉଛନ୍ତି ନବୀନ । କରୋନା କାଳରେ ମୁକାବିଲା ନେଇ ଆଗକୁ ବାହାରିଛନ୍ତି । ଏନେଇ ଜାତୀୟ ସ୍ତରରେ ମଧ୍ୟ ନବୀନଙ୍କୁ ଭୁରି ଭୁରି ପ୍ରଶଂସା କରାଯାଉଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କଠୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନବୀନଙ୍କ ସହଯୋଗ ପାଇଁ ଅନେକ ପ୍ରଶଂସା କରିଛନ୍ତି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
Comments are closed.