Latest Odisha News

ରାଜ୍ୟବାସୀଙ୍କୁ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ; କହିଲେ କରୋନା ସଂକ୍ରମଣକୁ ରୋକିବାରେ ଓଡିଶା ସଫଳ

ଭୁବନେଶ୍ୱର: ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ ସେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପୂଜା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଗତ ସାତ ମାସ ହେଲା ଓଡିଶା କରୋନା ବିରୋଧରେ ଲଢେଇ ଜାରି ରଖିଛି । ଏପରିକି କରୋନା ସଂକ୍ରମଣକୁ ରୋକିବାରେ ସଫଳ ହୋଇଛି ରାଜ୍ୟ ।

Leave A Reply

Your email address will not be published.