Latest Odisha News

BREAKING NEWS

କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ: କୋଭିଡ ପରିଚାଳନା ଲାଗି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)କୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସିଏମସି ଅନ୍ତର୍ଗତ ଅଞ୍ଚଳରେ କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।

Comments are closed.