Latest Odisha News

BREAKING NEWS

ସାମୁଦ୍ରିକ ଝଡ ‘ଫନି’: ଜନସାଧାରଣ ଆତଙ୍କିତ ନହେବା ଲାଗି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ଅତି ଭୟଙ୍କର ରୂପ ନେଇ ଓଡିଶା ଉପକୂଳ ଆଡକୁ ମାଡି ଆସୁଥିବା ବେଳେ ଜନସାଧାରଣଙ୍କ ସୁରକ୍ଷାକୁ ନଜରରେ ରଖି ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି ।

ଏହି ପରିପ୍ରେକ୍ଷୀରେ ଓଡିଶାବାସୀଙ୍କୁ ଭୟଭୀତ ନ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ବାର୍ତ୍ତା ଦେଇଛନ୍ତି । ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏବଂ ଧନ ଜୀବନର ସୁରକ୍ଷା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ସେ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.