ଭୁବନେଶ୍ୱର: ୭୦ ବର୍ଷରେ ପାଦ ଥାପିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରିଛନ୍ତି ନବୀନ।
ନବୀନ ଟ୍ୱିଟ କରି ଲେଖିଛନ୍ତି ଯେ, ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା। ଏହାସହ ମୋଦିଙ୍କ ସୁସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରି ନବୀନ ଟ୍ୱିଟ କରିଛନ୍ତି।
Comments are closed.