Latest Odisha News

BREAKING NEWS

ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ପରିଡାଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ବିଜେଡି ନେତା ବୈଷ୍ଣବ ପରିଡ଼ାଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଭିନ୍ନ ରାଜନେତା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ-

ଆହୁରି ମଧ୍ୟ ବୈଷ୍ଣବ ପରିଡ଼ାଙ୍କ ବିୟୋଗରେ ଓଡିଶା ବିଜେପି ସଭାପତି ବସନ୍ତ ପଣ୍ଡା, ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ, ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ ପ୍ରମୁଖ ଗଭୀର ଦୁଃଖ ବ୍ୟକ୍ତ କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ।

ବିଜେପି ସଭାପତି ବସନ୍ତ ପଣ୍ଡା-

ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ-

Leave A Reply

Your email address will not be published.