Latest Odisha News

BREAKING NEWS

ଆଜି ଦିଲ୍ଲୀରେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିବେ ନବୀନ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭେଟିବା ଲାଗି ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ।

ପ୍ରାପ୍ତ ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ ପ୍ରାୟ ଦ୍ୱିପ୍ରହର ସମୟରେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.