Latest Odisha News

ଗୋଟିଏ ଦିନରେ ରାଜ୍ୟରେ ୫୭ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୭ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୭ ହଜାର ୮୭୭ କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୫୧,୭୦୭ ଜଣଙ୍କର ଆଣ୍ଟିଜେନ, ୫୯୯୪ ଟି ଆରଟିପିସିଆର୍ ଓ ୧୭୬ ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି।

Comments are closed.