ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦ ହଜାର ୯୭୯ କରୋନା ନମୁନା ପରୀକ୍ଷା ହୋଇଛି।
ଏଥିମଧ୍ୟରୁ ୪୩,୨୧୩ ଜଣଙ୍କର ଆଣ୍ଟିଜେନ, ୭୬୦୬ଟି ଆରଟି-ପିସିଆର୍ ଓ ୧୬୦ ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।
Comments are closed.