ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ବଡମାଳ ଥାନା ସବ-ଇନ୍ସପେକ୍ଟର ରାଜ କିଶୋର ସମଦଙ୍କର ମଙ୍ଗଳବାର ଦିନ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି।
ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ସୂଚନା ଅନୁଯାୟୀ, କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ ଗତ ୧୫ ଦିନ ପୂର୍ବରୁ କୋଭିଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।