Latest Odisha News

BREAKING NEWS

ନିଲମ୍ବିତ ହେଲେ ଜଳେଶ୍ୱର ଥାନା ଆଇଆଇସି

କଟକ: ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କୁ ନିଲମ୍ବିତ କରାଯାଇଛି । କ୍ଷମତାର ଦୂରୁପଯୋଗ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଶନିବାର ଦିନ ଓଡିଶା ମହାନିର୍ଦ୍ଦେଶକ ପୋଲିସ (ଡିଜିପି) ଅଭୟ ସୂଚନା ଦେଇଛନ୍ତି ।

ଏନେଇ ସେ ଟ୍ୱିଟ୍ ମଧ୍ୟ କରିଛନ୍ତି ।

Leave A Reply

Your email address will not be published.