Latest Odisha News

BREAKING NEWS

ରାଜ୍ୟରୁ ୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ; ୫୬ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୫୬ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୧୨ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୫୩ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ଅନୁଗୁଳରୁ ୧, ବାଲେଶ୍ବରରୁ ୨, ବରଗଡରୁ ୧, ଭଦ୍ରକରୁ ୭, କଟକରୁ ୩୪, ଦେଓଗଡରୁ ୬, ଢେଙ୍ଗାନାଳରୁ ୪, ଗଞ୍ଜାମରୁ ୫, ଜଗତସିଂହପୁରରୁ ୧୩, ଯାଜପୁରରୁ ୧୦, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୩ କେନ୍ଦ୍ରାପଡ଼ାରୁ ୨୦, ଖୋର୍ଦ୍ଧାରୁ ୧୫୭, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୩, ନୟାଗଡରୁ ୧, ନୂଆପଡ଼ାରୁ ୩, ପୁରୀରୁ ୧୦, ରାୟଗଡାରୁ ୧, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.