Latest Odisha News

BREAKING NEWS

ରାଜ୍ୟରୁ ୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ; ୪୪ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୪ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୯୧ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୩୬ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ଭଦ୍ରକରୁ ୮, ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, କଟକରୁ ୨୯, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଗଞ୍ଜାମରୁ ୪, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୧୭୭, କୋରାପୁଟରୁ ୩,ମୟୁରଭଞ୍ଜରୁ ୧୩, ନୟାଗଡରୁ ୩,  ନୂଆପଡ଼ାରୁ ୨, ପୁରୀରୁ ୬, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୪ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତ।

Leave A Reply

Your email address will not be published.