Latest Odisha News

BREAKING NEWS

ରାଜ୍ୟରୁ ୩୨୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୨ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୮୭ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୩୫ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ଅନୁଗୁଳରୁ ୨, ବାଲେଶ୍ବରରୁ ୬, ବରଗଡରୁ ୧, ଭଦ୍ରକରୁ ୭, ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, କଟକରୁ ୧୯, ଢେଙ୍କାନାଳରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୯, ଯାଜପୁରରୁ ୧୩, କଳାହାଣ୍ଡି ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୬୯, ମାଲାକାନଗିରିରୁ ୧,ମୟୁରଭଞ୍ଜରୁ ୩ ନବରଙ୍ଗପୁରରୁ ୧, ନୟାଗଡରୁ ୪, ନୂଆପଡ଼ାରୁ ୩, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.