Latest Odisha News

BREAKING NEWS

ରାଜ୍ୟରୁ ୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ; ୨୩ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ସାମାନ୍ୟ ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୨୩ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୧୯ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୮୯ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ବାଲେଶବରରୁ ୩ ବରଗଡରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧, କଟକରୁ ୨୦, ଦେଓଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୭, ଗଞ୍ଜାମରୁ ୨, ଜଗତସିଂହପୁରରୁ ୭, ଯାଜପୁରରୁ ୧୨,  ଝାରସୁଗୁଡାରୁ ୫, କେନ୍ଦ୍ରାପଡ଼ାରୁ ୪, ଖୋର୍ଦ୍ଧାରୁ ୯୯, କୋରାପୁଟରୁ ୨, ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୫, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୮ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.