Latest Odisha News

BREAKING NEWS

ରାଜ୍ୟରେ ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ; ୧୧୮ ଛୁଆ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୮୧ ଜଣ କରୋନା ଆକ୍ରାନ୍ତ। ଆଜି ୦-୧୮ ବର୍ଷ ଭିତରେ ୧୧୮ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୩୯୮ ଜଣ ପଜିଟିଭ ହୋଇଥିବା ବେଳେ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୮୩।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୨ ଓ କଟକରୁ ଚିହ୍ନଟ ହୋଇଛନ୍ତି ୧୦୧ ନୂଆ ଆକ୍ରାନ୍ତ । ଯାଜପୁର ଜିଲ୍ଲାରୁ ୩୩ ଓ ଜଗତସିଂହପୁର ଜିଲ୍ଲାରୁ ଆଉ ୧୯ ସଂକ୍ରମିତ ହୋଇଛନ୍ତି । ଅନୁଗୁଳରୁ ୧୮, ବାଲେଶ୍ବରରୁ ୩୪, ବରଗଡରୁ ୧୪, ଭଦ୍ରକରୁ ୯, ବୌଦ୍ଧ ୩, ଦେଓଗଡ଼ରୁ ୯, ଢେଙ୍କାନାଳରୁ ୧୯, ଗଞ୍ଜାମରୁ ୧୩, ଝାରସୁଗୁଡାରୁ ୫ କଳାହାଣ୍ଡିରୁ ୪, ୟକେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୦, କୋରାପୁଟରୁ ୩, ମାଲକାନଗିରିରୁ ୩, ମୟୁରଭଞ୍ଜରୁ ୨୭, ନବରଙ୍ଗପୁରରୁ ୧, ନୟାଗଡରୁ ୧୦, ପୁରୀରୁ ୨୬, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୦, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.