Latest Odisha News

ଆଜି ରାଜ୍ୟରୁ ୪୬୭ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ସଂକ୍ରମଣ ମାମଲା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪୬୭ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୬୬ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ସଂକ୍ରମଣ । ଗତକାଲି ରାଜ୍ୟରୁ ଚିହ୍ନଟ ହୋଇଥିଲେ ୫୨୧ ଆକ୍ରାନ୍ତ ।

ସେହିପରି ଅନୁଗୁଳରୁ ୫ ଜଣ, ବାଲେଶ୍ବରରୁ ୫, ବରଗଡରୁ ୫, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୬୭, ଦେଓଗଡରୁ ୧, ଢେଙ୍କାନାଳରୁ ୬, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧୭, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨୨୧, କୋରାପୁଟରୁ ୩, ମୟୁରଭଞ୍ଜରୁ ୯, ନବରଙ୍ଗପୁରରୁ ୫, ନୟାଗଡରୁ ୩, ପୁରୀରୁ ୧୬, ରାୟଗଡାରୁ ୩, ସମ୍ବଲପୁରରୁ ୪, ସୋନପୁରରୁ ୨, ସୁନ୍ଦରଗଡରୁ ୮ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.