Latest Odisha News

ଆଜି ରାଜ୍ୟରୁ ୧୭୧ ନୂଆ ପଜିଟଭ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୧୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୩୪ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୯୮ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୭୩ ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ଅନୁଗୁଳରୁ ୧, ବାଲେଶ୍ବରରୁ ୫, ବରଗଡରୁ ୧, ବୌଦ୍ଧରୁ ୩, କଟକରୁ ୧୦, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୧, ଯାଜପୁରରୁ ୭, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୭୬, ମୟୁରଭଞ୍ଜରୁ ୫, ପୁରୀରୁ ୫, ରାୟଗଡାରୁ ୧, ‌ସମ୍ବଲପୁରରୁ ୧୩, ସୋନପୁରରୁ ୧, ସୁନ୍ଦରଗଡରୁ ୫ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Comments are closed.