Latest Odisha News

BREAKING NEWS

ଆଜି ରାଜ୍ୟରୁ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୩୭ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୦ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୯୯ ଟି ଲୋକାଲ୍‌ କେସ୍‌ ରହିଛି।

ସେହିପରି ବାଲେଶ୍ବରରୁ ୭, ବରଗଡରୁ ୧, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, କଟକରୁ ୨୪, ଦେଓଗଡରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୭, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୪, ଖୋର୍ଦ୍ଧାରୁ ୧୨୩, କୋରାପୁଟରୁ ୧, ମୟୁରଭଞ୍ଜରୁ ୧୩, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୯ ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.