Latest Odisha News

BREAKING NEWS

ରାଜ୍ୟରୁ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୮୦୬ ଜଣ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୬୧୩ ଜଣ ଥିବା ‌ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୯୩ ।

ଖୋଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୫୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୧ ରହିଛି। ଅନୁଗୁଳରୁ ୧୦୨,  ବାଲେଶ୍ୱରରୁ ୧୫୩, ବରଗଡରୁ ୩୩, ଭଦ୍ରକରୁ ୮୩, ବଲାଙ୍ଗୀରରୁ ୧୦, ବୌଦ୍ଧରୁ ୯, ଦେଓଗଡ଼ରୁ ୪, ଢେଙ୍କାନାଳରୁ ୧୨୪, ଗଜପତିରୁ ୬, ଗଞ୍ଜାମରୁ ୧୯, ଜଗତସିଂହପୁରରୁ ୧୧୯, ଯାଜପୁରରୁ ୨୫୨, ଝାରସୁଗୁଡାରୁ ୧୦, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୧୭,  କେନ୍ଦ୍ରାପଡ଼ାରୁ ୫୭, କେନ୍ଦୁଝରରୁ ୭୨, କୋରାପୁଟରୁ ୨୯, ମାଲକାନଗିରିରୁ ୩୫, ମୟୁରଭଞ୍ଜରୁ ୧୦୯, ନବରଙ୍ଗପୁରରୁ ୨୦, ନୟାଗଡରୁ ୮୬, ନୂଆପଡ଼ାରୁ ୭, ପୁରୀରୁ ୧୩୮, ରାୟଗଡ଼ାରୁ ୩୦, ସମ୍ବଲପୁରରୁ ୨୬, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ନୂଆ ସୁସ୍ଥଙ୍କ ସଂଖ୍ୟା ୨୮୯୬ ରହିଛି। ଏହାସହିତ ମୋଟ ପଜିଟିଭ ସଂଖ୍ୟା ରହିଛି ୯୩୫୧୩୬। ସେହିପରି ମୋଟ ଆରୋଗ୍ୟଙ୍କ ସଂଖ୍ୟା ରହିଛି ୯୦୩୧୭୮ ଏବଂ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨୭୪୨୯।

Leave A Reply

Your email address will not be published.