ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ୨ ଜଣଙ୍କର ମୃତ୍ୟୁ ଘଟିଛି।
ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ତେବେ ନୂଆପଡା ଅଞ୍ଚଳରୁ ୨ ଜଣ ବ୍ୟକ୍ତିଙ୍କର କରୋନାରେ ମୃତ୍ୟ ଘଟିଥିବା ସୁତ୍ରରୁ ପ୍ରକାଶ।
Comments are closed.