Latest Odisha News

BREAKING NEWS

ଓଡିଶାରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୪୨୮ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୧, ବଲାଙ୍ଗିରରୁ ୧, କଟକରୁ ୧, ଗଜପତିରୁ ୧, ସୁନ୍ଦରଗଡରୁ ୨, ଗଞ୍ଜାମ ଜିଲ୍ଲାରୁ ୨ ଜଣ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଜାଣନ୍ତୁ…

  • ବାଲେଶ୍ୱରରୁ ଜଣେ ୫୫ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି ।
  • ଭୁବନେଶ୍ୱରରୁ ଜଣେ ୫୫ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେ କିଡନୀ ଜନିତ ରୋଗରେ ପିଡିତ ଥିଲେ ।
  • ବଲାଙ୍ଗିରରୁ ଜଣେ ୭୦ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ମଧୁମେହରେ ପିଡିତ ଥିଲେ ।
  • କଟକରୁ ଜଣେ ୩୯ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପିଡିତ ଥିଲେ ।
  • ଗଜପତିରୁ ଜଣେ ୫୬ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି ।
  • ଗଞ୍ଜାମରୁ ଜଣେ ୭୩ ବର୍ଷ ଏବଂ ୬୮ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁହେଁ ମଧୁମେହରେ ପିଡିତ ଥିଲେ ।
  • ସୁନ୍ଦରଗଡରୁ ଜଣେ ୬୫ ଓ ୫୧ ବର୍ଷ ବୟସ୍କ ଦୁଇ ପୁରୁଷ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁହେଁ ଉଚ୍ଚ ରକ୍ତଚାପରେ ପିଡିତ ଥିଲେ ।
Leave A Reply

Your email address will not be published.