Latest Odisha News

BREAKING NEWS

ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ : ୱାର୍ଡ ମେମ୍ବର,ସରପଞ୍ଚ ଏବଂ ସମିତି ସଭ୍ୟଙ୍କ ପାଇଁ ଚିହ୍ନ ଜାରି

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ନିର୍ବାଚନ କମିଶନଙ୍କ ତରଫରୁ ଚିହ୍ନ ଗୁଡିକ ସମ୍ପର୍କରେ ଅବଗତ କରାଯାଇଛି । ୱାର୍ଡ ମେମ୍ବର , ସରପଞ୍ଚଏବଂ ସମିତି ସଭ୍ୟଙ୍କ ପାଇଁ ଚିହ୍ନ ଜାରି କରାଯାଇଛି । ୱାର୍ଡ ମେମ୍ବର ପାଇଁ ୧୫ ସରପଞ୍ଚ ପାଇଁ ୩୨ଏବଂ ସମିତି ସଭ୍ୟଙ୍କ ପାଇଁ ୧୯ ଚିହ୍ନ ରହିଛି ।ସ୍ୱିକୃତି ପ୍ରାପ୍ତ ଦଳ ସେମାନଙ୍କ ଦଳୀୟ ଚିହ୍ନରେ ଲଢିବେ । ପଞ୍ଚାୟତ ନିର୍ବାଚନ ପାଇଁ ପକ୍ରିୟା ଜାରି ରହିଛି । ନିର୍ବାଚନ କମିଶନଙ୍କ ତରଫରୁ ଏହି ଚିହ୍ନ ଜାରି କରାଯାଇଛି ।

BjdElectrycity
Leave A Reply

Your email address will not be published.