Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦ୍‌ୁ କୁମାର ପ୍ରଧାନଙ୍କ ଘରେ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ହେଉଛି ।

ଶୁଭେନ୍ଦୁଙ୍କ ଖଣ୍ଡଗିରି ହାଉସିଂବୋର୍ଡ କଲୋନୀ ସ୍ଥିତ ଘର, କାକଟପୁର ଶ୍ରୀଚନ୍ଦନପୁର ସ୍ଥିତ ପୈତୃକ ଘର ଓ ଅଫିସରେ ଏକ ସଙ୍ଗରେ ଚଢଉ ଚାଲିଛି । ଚଢଉ ଜାରି ରହିଥିବାରୁ ମୋଟ ସମ୍ପତ୍ତିର ଆକଳନ ହୋଇପାରିନାହିଁ ।

Leave A Reply

Your email address will not be published.