ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଅଂଟା ଭିଡିଛନ୍ତି । କରୋନା ଲାଗି ଯେପରି କୃଷି କାର୍ଯ୍ୟ ବାଧାପ୍ରାପ୍ତ ନହେବ ସେଥିପାଇଁ ବଡ ପଦକ୍ଷେପ ନେଇଛନ୍ତି ସରକାର । ୩୦ ଜିଲ୍ଲାରେ ୩୦ ନୋଡାଲ ଅଫିସର ନିଯୁକ୍ତି କରାଯାଇଛି ।
ପ୍ରତି ଜିଲ୍ଲାରେ କୃଷି ବିଭାଗ ଦ୍ୱାରା ପ୍ରଣୀତ ଯୋଜନାର କାର୍ଯ୍ୟକାରୀ ହେଉଛି ନା ନାହିଁ ତାହା ନୋଡାଲ ଅଫିସରମାନେ ତଦାରଖ କରିବେ । ଯେଉଁଠି ସମସ୍ୟା ରହିଛି ସମାଧାନ କରି ପ୍ରତିଦିନ ଅପରାହ୍ନରେ ରିପୋର୍ଟ ଦେବେ ଜ୍ଝ କୃଷି ସରଞ୍ଜାମର ମରାମତି ଦୋକାନ ସମେତ ସାର ଓ ବିହନ ଦୋକାନ ଖୋଲିବା ପାଇଁ ନିର୍ଦେଶ ଦିଆଯାଇଛି । କୃଷି ବିଭାଗର ସମୀକ୍ଷା ପରେ କୃଷିମନ୍ତ୍ରୀ ଅରୁଣ ସାହୁ ଏନେଇ ସୂଚନା ଦେଇଛନ୍ତି ।
BREAKING NEWS
- Sabyasachi and Archita:ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଆସିଲା ଖୁସି ଖବର
- India Brazil Relations: ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ଖୁବ୍ଶୀଘ୍ର ଭାରତ ଗସ୍ତରେ ଆସିବେ…
- ଆସ୍ଥା ହରାଇଲେ ଗୁଡ଼ାରି ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀ ଶବର, ଅନାସ୍ଥା ସପକ୍ଷରେ ୧୬ ସଦସ୍ୟ
- ସନ୍ତୋଷ ଟ୍ରଫି ଫୁଟବଲ: ସଂଘର୍ଷପୂର୍ଣ୍ଣ ମୁକାବିଲାରେ ମେଘାଳୟଠାରୁ ହାରିଲା ଓଡିଶା
- ଟ୍ରମ୍ପଙ୍କ ‘ଶାନ୍ତି ବୋର୍ଡ’; କାହିଁକି ଦୂରେଇଲା ଭାରତ…
- ୨୦୩୬ ସୁଦ୍ଧା ୯୦ପ୍ରତିଶତ ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ
- କ୍ରୋଏସିଆ ଭାରତୀୟ ଦୂତାବାସରେ ଭଙ୍ଗାରୁଜା; ନିନ୍ଦା କଲା ମନ୍ତ୍ରଣାଳୟ…
- ଓସ୍କାର ୨୦୨୬ ରେସରୁ ବାଦ ପଡିଲା ହୋମବାଉଣ୍ଡ
- ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସରସ୍ଵତୀ ପୂଜା ହେବ, ନମାଜ ମଧ୍ୟ ପଢ଼ାଯିବ…
- Republic Day 2026: ଗଣତନ୍ତ୍ର ଦିବସ ପ୍ୟାରେଡ୍ ଓ ରିହର୍ସଲ ଲାଗି ଟ୍ରାଫିକ କଟକଣା…
Comments are closed.