ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଅଂଟା ଭିଡିଛନ୍ତି । କରୋନା ଲାଗି ଯେପରି କୃଷି କାର୍ଯ୍ୟ ବାଧାପ୍ରାପ୍ତ ନହେବ ସେଥିପାଇଁ ବଡ ପଦକ୍ଷେପ ନେଇଛନ୍ତି ସରକାର । ୩୦ ଜିଲ୍ଲାରେ ୩୦ ନୋଡାଲ ଅଫିସର ନିଯୁକ୍ତି କରାଯାଇଛି ।
ପ୍ରତି ଜିଲ୍ଲାରେ କୃଷି ବିଭାଗ ଦ୍ୱାରା ପ୍ରଣୀତ ଯୋଜନାର କାର୍ଯ୍ୟକାରୀ ହେଉଛି ନା ନାହିଁ ତାହା ନୋଡାଲ ଅଫିସରମାନେ ତଦାରଖ କରିବେ । ଯେଉଁଠି ସମସ୍ୟା ରହିଛି ସମାଧାନ କରି ପ୍ରତିଦିନ ଅପରାହ୍ନରେ ରିପୋର୍ଟ ଦେବେ ଜ୍ଝ କୃଷି ସରଞ୍ଜାମର ମରାମତି ଦୋକାନ ସମେତ ସାର ଓ ବିହନ ଦୋକାନ ଖୋଲିବା ପାଇଁ ନିର୍ଦେଶ ଦିଆଯାଇଛି । କୃଷି ବିଭାଗର ସମୀକ୍ଷା ପରେ କୃଷିମନ୍ତ୍ରୀ ଅରୁଣ ସାହୁ ଏନେଇ ସୂଚନା ଦେଇଛନ୍ତି ।
BREAKING NEWS
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…

Comments are closed.