ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ପ୍ରତି ଜିଲ୍ଲାରେ ନିୟୋଜିତ ହେବେ ଆୟୁଷ ଡାକ୍ତର । ଏନେଇ ସମସ୍ତ ଜିଲ୍ଲା ଆୟୁର୍ବେଦ ଚିକିତ୍ସାଧିକାରୀ ଜିଲ୍ଲା ହୋମିଓପାଥି ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ଏଥପାଇଁ ପିଜି ଏବଂ ୟୁଜି ଛାତ୍ରଙ୍କ ସମେତ ୧୬୨୦ ଆୟୁଷ ଡାକ୍ତରଙ୍କୁ ତାଲିମ ଦେବାକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ଆୟୁର୍ବେଦିକ ଓ ହୋମିଓପାଥି ଚିକିତ୍ସା ଅଧିକାରୀଙ୍କୁ ଡାକ୍ତରଖାନା, କ୍ୱାରେଣ୍ଟାଇନ ସେଂଟର କିମ୍ବା ଅନ୍ୟ କେଉଁ ଉପଯୁକ୍ତ ସ୍ଥାନରେ ନିୟୋଜିତ କରାଯିବ । ସେ ନେଇ ଜିଲ୍ଲାପାଳ ଏବଂ ଡିଏଏମ୍ଓ ବା ଡିଏଚ୍ଏମ୍ଓଙ୍କ ସହ ପରାମର୍ଶ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀ ନିଷ୍ପତି ନେବେ ବୋଲି ସ୍ୱାସ୍ଥ୍ୟ ସଚିବ ଚିଠି ଉଲ୍ଲେଖ କରିଛନ୍ତି ।
BREAKING NEWS
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
- ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
- ଦିନିକିଆ ବିଶ୍ୱକପ: ସାମୀଙ୍କ ପରେ ବରୁଣଙ୍କୁ ସୁଯୋଗ ନ ମିିଳିପାରେ
- ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ
Comments are closed.