ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ପ୍ରତି ଜିଲ୍ଲାରେ ନିୟୋଜିତ ହେବେ ଆୟୁଷ ଡାକ୍ତର । ଏନେଇ ସମସ୍ତ ଜିଲ୍ଲା ଆୟୁର୍ବେଦ ଚିକିତ୍ସାଧିକାରୀ ଜିଲ୍ଲା ହୋମିଓପାଥି ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ଏଥପାଇଁ ପିଜି ଏବଂ ୟୁଜି ଛାତ୍ରଙ୍କ ସମେତ ୧୬୨୦ ଆୟୁଷ ଡାକ୍ତରଙ୍କୁ ତାଲିମ ଦେବାକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ଆୟୁର୍ବେଦିକ ଓ ହୋମିଓପାଥି ଚିକିତ୍ସା ଅଧିକାରୀଙ୍କୁ ଡାକ୍ତରଖାନା, କ୍ୱାରେଣ୍ଟାଇନ ସେଂଟର କିମ୍ବା ଅନ୍ୟ କେଉଁ ଉପଯୁକ୍ତ ସ୍ଥାନରେ ନିୟୋଜିତ କରାଯିବ । ସେ ନେଇ ଜିଲ୍ଲାପାଳ ଏବଂ ଡିଏଏମ୍ଓ ବା ଡିଏଚ୍ଏମ୍ଓଙ୍କ ସହ ପରାମର୍ଶ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀ ନିଷ୍ପତି ନେବେ ବୋଲି ସ୍ୱାସ୍ଥ୍ୟ ସଚିବ ଚିଠି ଉଲ୍ଲେଖ କରିଛନ୍ତି ।
BREAKING NEWS
- ଫ୍ରାନ୍ସରେ ହିଂସାତ୍ମକ ଆନ୍ଦୋଳନ: ଭାରତୀୟ ଦୂତାବାସର ପରାମର୍ଶ – “ସତର୍କ ରୁହନ୍ତୁ “
- ମା’ଙ୍କ ଭସାଣି ପାଇଁ ବ୍ୟାପକ ବ୍ୟବସ୍ଥା ; ଏପଟେ ଡିଜେ ବଜାଇଲେ କଡ଼ା କର୍ଯ୍ୟାନୁଷ୍ଠାନ
- Govt Committed To Resolve Kotia Dispute:କୋଟିଆ ପ୍ରସଙ୍ଗ:ଆଡଭୋକେଟ୍ ଜେନେରାଲ ଏବଂ ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହ ରାଜସ୍ୱ ମନ୍ତ୍ରୀଙ୍କ ବୈଠକ
- ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ଟି୨୦ ବିଜୟ ପାଇଁ ଟିମ ଇଣ୍ଡିଆ ଅପେକ୍ଷା କରିଥିଲା ୧୦ ବର୍ଷ
- କେମିକାଲ ଓ ପେଟ୍ରୋକେମିକାଲ୍ସ ହବ୍ ହେବାକୁ ଓଡ଼ିଶାର ଉଦ୍ୟମ; ଶିଳ୍ପପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା

Comments are closed.