ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୫ଟି ସ୍କୁଲରେ ଚାଲିଛି କରୋନା ସନ୍ଦିଗ୍ଧଙ୍କ ସ୍ୱାବ ନମୂନା ସଂଗ୍ରହ । ଆସନ୍ତା ୧୭ ତାରିଖ ଯାଏଁ ସନ୍ଦିଗ୍ଧଙ୍କ କୋଭିଡ-୧୯ ଟେଷ୍ଟ ପାଇଁ ନମୂନା ସଂଗ୍ରହ କରିବ ମେଡିକାଲ ଟିମ୍ । ତେବେ ଆଜିଠାରୁ ହିଁ ଏହି କାମ ଆରମ୍ଭ ହୋଇଛି ।
ଭୁବନେଶ୍ୱରର ୫ଟି ସ୍କୁଲ ଝାରପଡା ପ୍ରାଇମେରୀ ସ୍କୁଲ, ଚନ୍ଦ୍ରଶେଖରପୁରର ସରକାରୀ ହାଇସ୍କୁଲ, ଗଣ୍ଡମୁଣ୍ଡା ହାଇସ୍କୁଲ ଓ ନୟାପଲ୍ଲୀ ମମତାଜ ଅଲି ହାଇସ୍କୁଲରୁ ନମୂନା ସଂଗ୍ରହ କରାଯାଉଛି । କୋଭିଡ-୧୯ ଟେଷ୍ଟ ପାଇଁ ଦିନ ୯ଟାରୁ ୧୨ ଓ ୩ଟାରୁ ୫ ଯାଏଁ ସ୍କୁଲ ଖୋଲା ରହିବ । ଏହି ସମୟରେ ସ୍କୁଲର ଦୁଇ ଜଣ ଶିକ୍ଷକ, ସଫେଇ କର୍ମଚାରୀ, ଜଗୁଆଳି ପ୍ରମୁଖ ଉପସ୍ଥିତ ରହିବେ ।
BREAKING NEWS
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
Comments are closed.