ଭୁବନେଶ୍ବର: କୋଭିଡ୍ ଟିକାର ଦୁଇଟି ଡୋଜ ନେବା ପରେ ବି କିଛି ସଂକ୍ରମିତ ହେଉଛନ୍ତି। ଏଭଳି କିଛି କେସ ଆସିବା ପରେ ଏହାର ଅନୁଧ୍ୟାନ ପାଇଁ ରାଜ୍ୟ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଆଇଏଲଏସ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ାଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି। ଦ୍ୱିତୀୟ ଡୋଜ ଟିକା ନେବା ପରେ ବି ସଂକ୍ରମିିତ ହେଉଥିବା କେସର ଏପିଡୋମିଲୋଜିକାଲ, ମାଇକ୍ରୋ ବାଇଲୋଜିକାଲ, ଇମ୍ୟୁନିଲୋଜିକାଲ ଓ ଜିନୋମିକ ଷ୍ଟଡି କରିବ ବୈଷୟକ କମିଟି। ଅନୁଧ୍ୟାନ ପରେ ଏହି କମିଟି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ।
BREAKING NEWS
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
Comments are closed.