ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଗୁରୁବାର ଦିନ ଆଉ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ଆଜି ଚିହ୍ନଟ ୫୬ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୧୩ ଜଣ କରୋନା ଯୋଦ୍ଧା । ସମସ୍ତ ଆକ୍ରାନ୍ତଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା । ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ୬୨୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଜିଲ୍ଲାରେ ବର୍ତ୍ତମାନ ୧୨୯ ଟି ସକ୍ରିୟ ମାମଲା ରହିଛି।
BREAKING NEWS
- ଜୱାନ ୨ ଫିଲ୍ମ କେବେ ଆରମ୍ଭ ହେବ କହିଲେ ଅଟଲୀ
- Sundarpada Explosion Case: NIA ହାତରେ ସୁନ୍ଦରପଦା ବିସ୍ଫୋରଣର ତଦନ୍ତ ଭାର; କେଉଁ ଉଦ୍ଦେଶ୍ୟରେ ବୋମା ତିଆରି…
- ଅଭିଷେକ ଶୀର୍ଷରେ, ସୂର୍ଯ୍ୟକୁମାରଙ୍କ ର୍ୟାଙ୍କିଙ୍ଗରେ ଉନ୍ନତି
- ଜାନୁଆରୀ ୩୦ ଯାଏଁ ରାଜ୍ୟରେ ଘନ କୁହୁଡ଼ି ସମ୍ଭାବନା
- ପୂର୍ବତଟ ରେଳପଥର ରେକର୍ଡ; ୨୯୯ ଦିନରେ ୨୦୦୦ କୋଟି ଟଙ୍କାର ରାଜସ୍ୱ ଆୟ…
- ଟି୨୦ ବିଶ୍ୱକପ: ରୋହିତ କହିଲେ ହାର୍ଦ୍ଦିକ, ଅର୍ଶଦୀପ ହେବେ ଭାରତର ଟ୍ରମ୍ପ କାର୍ଡ
- MYGS ପ୍ରତିଯୋଗିତାରେ ଓଡ଼ିଶାର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୨ୟ ସ୍ଥାନ ହାସଲ
- ରାଜ୍ୟସଭା ପ୍ରସଙ୍ଗରେ ମନ୍ତ୍ରୀଙ୍କ ବଡ଼ ବୟାନ; ହୋଇପାରେ ବଡ଼ ଗେମ୍
- ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କଲେ ଏକନାଥ ସିନ୍ଦେ
- କୋହଲି, ରୋହିତଙ୍କ ପ୍ରଭାବ: ବିସିସିଆଇ ନେବାକୁ ଯାଉଛି ବଡ ନିଷ୍ପତି
Comments are closed.