ଭୁବନେଶ୍ୱର: ଦେଶରେ ସବୁ ବିଧାନସଭା ମଧ୍ୟରେ ଓଡ଼ିଶା ବିଧାନସଭା ଏକ ନମ୍ବର । ମୁଖ୍ୟମନ୍ତ୍ରୀ କିମ୍ବା ବିଜେଡି ଏହି ଘୋଷଣା କରିନି । ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି । ଚଳିତ ମାସରେ କେନ୍ଦ୍ର ସରକାର ଏକ ଭବ୍ୟ କାର୍ଯ୍ୟକ୍ରମ କରି ଏହି ସମ୍ମାନ ପ୍ରଦାନ କରିବେ । ପ୍ରୟାଗରାଜରେ ‘ଆୱାର୍ଡ ଅଫ୍ ଏକ୍ସିଲେନ୍ସ’ ଉତ୍ସବରେ କେନ୍ଦ୍ର ସରକାରଙ୍କ ଠାରୁ ବିଧାନସଭା ସଚିବ ଏହି ସମ୍ମାନ ଗ୍ରହଣ କରିବେ । ବାଚସ୍ପତି କହିଛନ୍ତି, ଓଡ଼ିଶା ଦେଶରେ ପ୍ରଥମ, ଯାହାକୁ ଏହି ସମ୍ମାନ ମିଳୁଛି ।
BREAKING NEWS
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ

Comments are closed.