ପୁରୀ: ତିନି ଦିନିଆ ଗସ୍ତରେ ଆଜି ପୁରୀରେ ପହଞ୍ଚିଛି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭଵନ ପରିସରରେ ଥିବା ଶୀଲା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ କରିଛନ୍ତି ରାଜ୍ୟପାଳ । ଏହି ଉପବନକୁ ଧର୍ମପତ୍ନୀ ସ୍ୱର୍ଗତା ସୁଶୀଳା ଦେବୀଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି ।

କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ପ୍ରମୋଦ ମେହେର୍ଦ୍ଦା, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱାର ବିଶାଲ ସିଂ, ଗୃହ ନିର୍ମାଣ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ଚନ୍ଦ୍ର ତ୍ରିପାଠୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଗିରୀଶ ଚନ୍ଦ୍ର ରାୟ ପ୍ରମୁଖ ଉପସ୍ଥିତ ଥିଲେ ।
BREAKING NEWS
- Accident Rate: ବର୍ଷକୁ ଦେଶରେ ଘଟୁଛି ୫ ଲକ୍ଷ ଦୁର୍ଘଟଣା, ରାଜ୍ୟରେ ଜାଣନ୍ତୁ କେତେ…
- ପାକ୍ସ ସିଲିକାର ପୂର୍ଣ୍ଣକାଳୀନ ସଦସ୍ୟ ହେବ ଭାରତ, ଜାଣନ୍ତୁ କଣ…
- Gold Silver Price: ପୁଣି ରେକର୍ଡ କଲା ସୁନା-ରୂପା ଦର, ଜାଣନ୍ତୁ ଆଜି କେତେ ରହିଛି…
- ରାୟଗଡ଼ାରେ ସଡକ ଦୁର୍ଘଟଣାରେ ୨ ଭାଇଙ୍କ ମୃତ୍ୟୁ
- ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା
- ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ
- ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
Comments are closed.